ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ହେଲେ ୮୦ କରୋନା ଆକ୍ରାନ୍ତ।  ୮୦ ଜଣ ଆକ୍ରାନ୍ତ ସୁସ୍ଥ ହେବା ପରେ ବର୍ତ୍ତମାନ ଆରୋଗ୍ୟଙ୍କ ସଂଖ୍ୟା ୧୩୨୫ରେ ପହଞ୍ଚିଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ପୁରୀ ଜିଲ୍ଲାରୁ ୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି।



କେଉଁ ଜିଲ୍ଲାରୁ କେତେ ସୁସ୍ଥ ହେଲେ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ  

Comments